www.samajalive.in
Tuesday, December 9, 2025
23.1 C
Bhubaneswar

ଫରେଷ୍ଟର ନିଲମ୍ବିତ, ରେଞ୍ଜରଙ୍କୁ କାରଣ ଦର୍ଶାଅ ନୋଟିସ

କେନ୍ଦୁଝର: ତୀରରେ ଗର୍ଭବତୀ ହାତୀ ମୃତ୍ୟୁ ଘଟଣାରେ ଡିଏଫଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଫରେଷ୍ଟର ପୂର୍ଣ୍ଣଚନ୍ଦ୍ର ମହାନ୍ତଙ୍କୁ ଡିଏଫଓ ନିଲମ୍ବନ କରିଛନ୍ତି। ସେହିପରି ରେଞ୍ଜର ଶିବାଜୀ ମୋହନ ରାଓଙ୍କ ସମେତ ୩ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ ତାଳପଦା ଫରେଷ୍ଟ ବିଟ କୁଳିଆପାଳ ଜଙ୍ଗଲରୁ ହାତୀର ମୃତଦେହ ମିଳିଥିଲା। ଏହି ପ୍ରସଙ୍ଗରେ ଡିଏଫଓ ଆଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories