www.samajalive.in
Tuesday, December 9, 2025
26.1 C
Bhubaneswar

ତହସିଲଦାରଙ୍କୁ ୨ ବର୍ଷ ଜେଲ

କେନ୍ଦୁଝର: ଆଜି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପକ୍ଷରୁ ତତ୍କାଳୀନ ପାଟଣା ତହସିଲଦାର ପ୍ରଦୀପ ନାୟକଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହିତ ପିଅନ ବିଶ୍ବନାଥ ନାୟକଙ୍କୁ ମଧ୍ୟ ବର୍ଷେ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୯ ଲାଞ୍ଚ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ। ଜମି ପଟ୍ଟା କରାଇବା ନାମରେ ୫ହଜାର ଲାଞ୍ଚ ନେଇ ଉଭୟ ଗିରଫ ହୋଇଥିଲେ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories