www.samajalive.in
Saturday, December 6, 2025
15.1 C
Bhubaneswar

ଆରଡବ୍ଲ୍ୟୁଏସଏସ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର : କେନ୍ଦୁଝର ଚମ୍ପୁଆ ବ୍ଲକ ଆରଡବ୍ଲ୍ୟୁଏସଏସ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ସୋମବାର ଠାବ ହୋଇଛି। କନିଷ୍ଠ ଯନ୍ତ୍ରୀ ରାମକୃଷ୍ଣ ସିଂହଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ବୈତରଣୀ ନଦୀକୂଳ ନିକଟ ଗଛରେ ଝୁଲନ୍ତା ମୃତଦେହ ଠାବ ହୋଇଛି। ଗତକାଲି ରାତିରୁ ଆସି ଆଉ ସେ ଘରକୁ ଫେରିନଥିଲେ। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ଚମ୍ପୁଆ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories