www.samajalive.in
Friday, December 5, 2025
26.1 C
Bhubaneswar

ବଡ ଧରଣର ଲୁଟ୍‌‌ ; ୫ ରାଉଣ୍ଡ ଗୁଳି ଚାଳନା କରି ୫ ଲକ୍ଷ ଲୁଟ୍‌‌

କେନ୍ଦୁଝର : ପେଟ୍ରୋଲ ପମ୍ପରେ ଫାଙ୍କା ଗୁଳି ଚାଳନା କରି ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କା। ଏଭଳି ଘଟଣା ଗୁରୁବାର କେନ୍ଦୁଝର ନୟାକୋଟ ଥାନା ଫୁଲଝର ପେଟ୍ରୋଲ ପମ୍ପରେ ଘଟିଛି। ୫ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ଦୁର୍ବୃତ୍ତ ୫ ଲକ୍ଷ ଲୁଟି ନେଇଛନ୍ତି। ଖବର ପାଇ ପୁଲିସ ଓ ଫରେନସିକ୍‌‌ ଟିମ୍‌‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପେଟ୍ରୋଲ ପମ୍ପର ସିସିଟିଭ ଭାଙ୍ଗି ବନ୍ଧୁକ ମୁନରେ ଦୁର୍ବୃତ୍ତ ମାନେ ଏହି ଲୁଟ୍‌‌ କରିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

 

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories