www.samajalive.in
Sunday, December 7, 2025
23.1 C
Bhubaneswar

ଭଡ଼ା ଟଙ୍କା ପାଇଁ ବୃଦ୍ଧ ବାପାକୁ ପୁଅବୋହୂର ମାଡ଼ ଅଭିଯୋଗ

କେନ୍ଦୁଝର : କେନ୍ଦୁଝରର ଆନନ୍ଦପୁରରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭଡ଼ାଟଙ୍କା ନଦେବାରୁ ଜଣେ ବୃଦ୍ଧ ବାପାକୁ ପୁଅବୋହୂ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁଅବୋହୂଙ୍କ ମାଡ଼ରେ ବୃଦ୍ଧ ବାପା ଗୁରୁତର ହେବାରୁ ତାଙ୍କୁ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ବୃଦ୍ଧ ବ୍ୟକ୍ତି ନିଜ ପୈତୃକ ଘରର କିଛି ସ୍ଥାନକୁ ଗୁଜୁରାଣ ମେଣ୍ଟାଇବାକୁ ଘର ଭଡ଼ା ଲଗାଇଥିଲେ। ମାତ୍ର ସେହି ଘରଭଡ଼ା ଟଙ୍କା ନେବାକୁ କେନ୍ଦ୍ର କରି ପୁଅବୋହୂ ବୃଦ୍ଧ ବାପାଙ୍କୁ ମାଡ଼ ମାରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories