www.samajalive.in
Wednesday, November 12, 2025
19.1 C
Bhubaneswar

ଲାଞ୍ଚ ନେଇ ଧରାପଡିଲେ ବିଲେଇପଦା ଆରଆଇ

କେନ୍ଦୁଝର : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଶନିବାର ଫସିଲେ ଯୋଡା ବିଲେଇପଦା ଆରଆଇ। ଆରଆଇ ପୀର୍‌‌ ମହମ୍ମଦ ଖାନ୍‌‌ଙ୍କୁ ଧରିଲା ଭିଜିଲାନ୍ସା ଜମି ମ୍ୟୁଟେସନ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ସରକାରୀ କ୍ୱାର୍ଟର, କାର୍ଯ୍ୟାଳୟ ଆଦି ସ୍ଥାନରେ ଚଢାଉ ଜାରି ରହିଛି।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories