www.samajalive.in
Friday, December 5, 2025
26.1 C
Bhubaneswar

ଖଣ୍ଡା ଓ ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କା ଲୁଟ୍

କେନ୍ଦୁଝର : ଖଣ୍ଡା ଓ ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। ଜଣେ ଟ୍ରାନ୍ସପୋର୍ଟ କମ୍ପାନୀ କର୍ମଚାରୀଙ୍କ ଠାରୁ ଏହି ଲୁଟ୍ ହୋଇଥିବା ସୋମବାର ଅଭିଯୋଗ ହୋଇଛି।୨ ଜଣ ଦୁର୍ବୃତ୍ତ ଲୁଟ୍ କରିଛନ୍ତି। ସଦର ଥାନା ଜାତୀୟ ରାଜପଥ ୪୯ ଠାକୁରଡିହି ଛକ ନିକଟରୁ ଏହି ଲୁଟ୍ ହୋଇଛି। ବାଇକରେ ଆସି ୨ ମୁଖାପିନ୍ଧା ଦୁର୍ବୃତ୍ତ ଟଙ୍କା ଲୁଟି ଫେରାର ହୋଇ ଯାଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

୬ ବର୍ଷର ଶିଶୁକୁ ନାଳକୁ ଫିଙ୍ଗିଲା ମାଆ ; କୁମ୍ଭୀର ମୁହଁରୁ ମିଳିଲା ମୃତଦେହ

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories