www.samajalive.in
Saturday, December 6, 2025
26.1 C
Bhubaneswar

ବସ୍ତାରୁ ୯ ବର୍ଷ ନାବାଳକର ମୃତଦେହ ଉଦ୍ଧାର

କେନ୍ଦୁଝର : ନିଖୋଜ ଥିଲେ ,ଏବେ ବସ୍ତାରୁ ମିଳିଲା ମୃତଦେହ । ବସ୍ତାରୁ ଜଣେ ନାବାଳକଙ୍କ ମୃତଦେହ ଜବତ ହେବା ଘଟଣା ଏବେ ହଇଚଇ ସୃଷ୍ଟି କରିଛି । ଏଭଳି ଏକ ଅଭାବନୀୟ ଘଟଣା ଗୋପୀନାଥପୁର ଗାଁରେ ଘଟିଛି । ପଡୋଶୀ ଘର ଆଗରୁ ବସ୍ତାରେ ଭର୍ତ୍ତି ମୃତଦେହକୁ ପୁଲିସ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଛି । ନାବାଳକଙ୍କ ବୟସ ୯ ବର୍ଷ ବୋଲି ଜଣାପଡିଛି । ଗତକାଲି ସନ୍ଧ୍ୟାରୁ ସେ ନିଖୋଜ ଥିଲେ । ସକାଳେ ମୃତଦେହ ଦେଖି ଚମ୍ପୁଆ ପୁଲିସକୁ ସ୍ଥାନୀୟ ଲୋକେ ଖବର ଦେଇଥିଲେ ।

ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ

ନୂଆବର୍ଷ ୨୦୨୫ରେ କେତୁ ଚଳନ; ଏହି ୩ ରାଶିଙ୍କୁ କରିବେ ମାଲାମାଲ୍‌..

- Advertisement -

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories