www.samajalive.in
Friday, December 5, 2025
27.1 C
Bhubaneswar

ବନ୍ଧୁକ ଓ ଭୁଜାଲି ଦେଖାଇ ୨୫ ଲକ୍ଷର ଅଳଙ୍କାର ଭର୍ତ୍ତି ବ୍ୟାଗ୍‌ ଲୁଟ୍‌..

କେନ୍ଦୁଝର : ବନ୍ଧୁକ ଓ ଭୁଜାଲି ଦେଖାଇ ଅଳଙ୍କାର ଭର୍ତ୍ତି ବ୍ୟାଗ୍‌ ଲୁଟି ନେଲେ ଲୁଟେରା । ଚମ୍ପୁଆ ଥାନା ଉର୍ତ୍ତି ଛକରେ ଅଳଙ୍କାର ବ୍ୟାଗ୍‌ ଲୁଟି ନେଲେ ଦୁର୍ବୃତ୍ତ । ଦୋକାନ ବନ୍ଦ କରି ଫେରୁଥିବା ବେଳେ ବ୍ୟବସାୟୀଙ୍କ ଠାରୁ ଏହି ଲୁଟ୍‌ ହୋଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି । ବ୍ୟାଗ୍‌ରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ବୁଧ କରିବେ ଓଲଟା ଚଳନ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ ହିଁ ଧନ.. 

ଦେଖନ୍ତୁ ଭିଡିଓ.. କୋବିରୁ ହଠାତ୍‌ ବାହାରିଲା ସାପ, ଭାଇରାଲ୍‌ ହେଉଛି ଛାତିଥରା ଭିଡିଓ..

- Advertisement -

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories