www.samajalive.in
Saturday, December 6, 2025
26.1 C
Bhubaneswar

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ବାପା ପୁଅ ମୃତ

ପାଟଣା: କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥର ପିପିଳିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସକାଳ ୭ଟା ୩୦ରେ ବାପା ପୁଅ ସ୍କୁଟିରେ ଯିବା ବେଳେ ପଛରୁ ଲୁହା ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଫଳରେ ଗୁରୁତର ଅବସ୍ଥାରେ ବାପ ପୁଅଙ୍କୁ ମେଡିକାଲ ନେବାବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ଘଟଗାଁ ଥାନା ବାରିଗାଁ ବୋଲି ଜଣାପଡିଛି । ସକାଳୁ ବାପ ପୁଅ ସ୍କୁଟିରେ ବାଙ୍କପାଟୁଳି ହାଟକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି । ଢେଙ୍କିକୋଟ ପୁଲିସ ଘଟଣାସ୍ଥଳରେ ପହଂଚି ଲୋକଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ କରିଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories