www.samajalive.in
Tuesday, December 9, 2025
15.1 C
Bhubaneswar

ଆନନ୍ଦପୁର ଓ ଲକ୍ଷ୍ମୀପୁର ବିଧାୟକ କରୋନା ସଂକ୍ରମିତ

କେଶଦୁରାପାଳ: ଆନନ୍ଦପୁର ବିଧାୟକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି । କେନ୍ଦୁଝର ଜିଲାରେ କରୋନା ସଂକ୍ରମଣ  ବୃଦ୍ଧି ପାଉଥିବା ବେଳେ ଆନନ୍ଦପୁର କରୋନା ସଂକ୍ରମଣ  କ୍ରମାଗତ ଭାବେବୃଦ୍ଧି ପାଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆନନ୍ଦପୁର ପୋୖରାଞ୍ଚଳକୁ ଠାରୁସେପ୍ଟମ୍ବର ୩ ପର୍ଯ୍ୟନ୍ତ ସଟଡାଉନ ବୃଦ୍ଧି କରାଯାଇଥିଲା । ଲୋକଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆନନ୍ଦପୁର ପୋୖରାଞ୍ଚଳର ଏହି ସଟ୍ ଡାଉନରେ କୋହଳ କରି ଥିବା ବେଳେ ଆମର ମାନ୍ୟବର ଆନନ୍ଦପୁର ବିଧାୟକ ଭାଗୀରଥୀ ସେଠୀ କରୋନା ସଂକ୍ରମିତ ହୋଇଥିବା ବେଳେ ଶ୍ରୀ ସେଠୀ ଏବେ ଭୁବନେଶ୍ଵର ବାସଭବନରେ ରହି ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ସମର୍ଥକ ମାନେ ତାଙ୍କର ଆଶୁ ଆରୋଗ୍ୟ କମନା କରିଛନ୍ତି ।

ସେହିପରି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ସୂଚନା ଦେଇଛଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ କରୋନା ଟେଷ୍ଟ କରାଇବାକୁ  ବିଧାୟକ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories