www.samajalive.in
Sunday, December 7, 2025
23.1 C
Bhubaneswar

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିଲେ ୨୦ ଲକ୍ଷ

କେନ୍ଦୁଝର: ଦିନକୁ ଦିନ ବଢ଼ୁଛି ଲୁଟେରାଙ୍କ ରାଜୁତି । ରାଜ୍ୟର ବିଭିନ୍ନ ସ୍ଥାନରେ ଲୁଟେରା ମାନେ ସକ୍ରିୟ ହେଉଛନ୍ତି । ଆଜି କେନ୍ଦୁଝରରେ ବଡ଼ ଧରଣର ଲୁଟ୍‌ ହୋଇଛି । କେନ୍ଦୁଝର ସଦର ଥାନା ପଦ୍ମପୁର ସ୍ଥିତ ପେଟ୍ରୋଲ ପମ୍ପରୁ ୬ଜଣ ଦୁର୍ବୃତ୍ତ ଲୁଟ୍‌ କରିଛନ୍ତି । ଦୁର୍ବୃତ୍ତ ମାନେ ପେଟ୍ରୋଲ ପମ୍ପକୁ ଆସିବା ସହ ପେଟ୍ରୋଲ ପକାଇବାର ବାହାନା କରିଥିଲେ । ପରେ ବନ୍ଧୁକ ଦେଖାଇ ୨୦ ଲକ୍ଷ ଟଙ୍କା ଲୁଟ କରିଥିଲେ । ଆଜି ଏହି ଲୁଟ୍‌ ହୋଇଥିବା ବେଳେ ଲୁଟ୍‌ କରିବା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories