www.samajalive.in
Monday, December 15, 2025
15.1 C
Bhubaneswar

୪୦ ଛାତ୍ରୀ ଅସୁସ୍ଥ; ଡାକ୍ତରଖାନାରେ ଭର୍ତ୍ତି

ତେଲକୋଇ: ରାଇସୁଆଁ ସରକାରୀ ଉଚ୍ଚ ବଦ୍ୟାଳୟ ଛାତ୍ରୀ ନିବାସର ୪୦ଜଣ ଛାତ୍ରୀ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଗତକାଲି ସେମାନଙ୍କର ହଠାତ୍‌ ମୁଣ୍ଡବୁଲାଇବା ସହ ଝାଡ଼ାବାନ୍ତି ହୋଇଥିଲା । ପରେ ସମସ୍ତ ଛାତ୍ରୀ ମାନଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେଠାରେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଥିବା ଜଣାପଡ଼ିଛି । ଦୂଷିତ ପାଣି କାରଣରୁ ଏପରି ହୋଇଥିବା ଅନୁମାନ କରାଯାଉଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories