www.samajalive.in
Monday, December 15, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର,୭୮ୟୁନିଟ୍‍ ରକ୍ତ ସଂଗ୍ରହ

କେନ୍ଦୁଝରଗଡ: କେନ୍ଦୁଝର ଜିଲା ବିଜୁ ଜନତା ଦଳ ପକ୍ଷରୁ ସୋମବାର ନିରାଡମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରାଯାଇଛି। ଏହି ଅବସରରେଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା ଏବଂ ଏଥିରେ ୭୮ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଥିବା ସୂଚନା ମିଳିଛି।

ରୋଟରୀ ଭବନ ଠାରେ ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ର୍ଯ୍ୟକ୍ରମରେ ଲୋକସଭା ସଦସ୍ୟା ଚନ୍ଦ୍ରାଣୀ ମୁର୍ମୁ, କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି କାନନ ବିହାରୀ ପହି, କେନ୍ଦୁଝରଗଡ ଉପନଗରପାଳ ବରଦାପ୍ରସନ୍ନ ଦାସ, ଜିଲାପରିଷଦ ସଦସ୍ୟ ଆଶିଷ ଚକ୍ରବର୍ତ୍ତୀ ଓ ରଥ ମୁଣ୍ଡା, କେନ୍ଦୁଝର ନଗର ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ସଦର ବ୍ଲକ ସଭାପତି ଚକ୍ରଧର ପରିଡା, ସଦର ବ୍ଲକ ଅଧ୍ୟକ୍ଷା ଜ୍ୟୋର୍ତିମୟୀ ନାଏକ, ପୂର୍ବତନ ସଦର ବ୍ଲକ ଅଧ୍ୟକ୍ଷା ସଶ୍ମୀତାରାଣୀ ସିଂହ, ଅନୁସୂଚିତ ଜାତି ସେଲ ସଭାପତି ଭରତ ପାତ୍ର, ବରିଷ୍ଠ ଉପସଭାପତି ପ୍ରମୋଦ ପଟ୍ଟନାୟକ, ଯୁବ ନେତା ଜଗଦୀଶ ଆପଟ, ଦେବୁ ପଟ୍ଟନାୟକ, ସୂର୍ଯ୍ୟ ନାରାୟଣ କର, ସନ୍ତୋଷ ପଣ୍ଡା, ପ୍ରଦୀପ ପ୍ରଧାନ, ଆଶିଷ ଆଚାର୍ଯ୍ୟ, କାଉନସିଲର ଅଭିନାଶ ମିଶ୍ର, ଭଗବାନ ନାଏକ, କେଳି କାକଳି କୁମୁରା ଓ ରକ୍ଷାକର ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘ, ନିରାମୟ ଓ ସୁସ୍ଥ ଜୀବନ କାମନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories