www.samajalive.in
Saturday, December 6, 2025
16.1 C
Bhubaneswar

ଛାତରୁ ଡେଇଁ ଦଶମ ଛାତ୍ରଙ୍କ ଆତ୍ମହତ୍ୟା !

ସମାଜ ଡିଜିଟାଲ ଡେସ୍କ: କେନ୍ଦୁଝର ଜିଲା ଚମ୍ପୁଆ ସ୍ଥିତ ଏକ ଘରୋଇ ସ୍କୁଲରେ ଅଭାବନୀୟ ଘଟଣା । ଛାତରୁ ଡେଇଁ ଦଶମ ଶ୍ରେଣୀ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚମ୍ପୁଆ ସ୍ଥିତ ଏକ ଘରୋଇ ସ୍କୁଲ୍‍ ହଷ୍ଟେଲ ଛାତରୁ ଡେଇଁ ପଡି ଆତ୍ମହତ୍ୟା କରିଛନ୍ତି ଛାତ୍ର ଜଣଙ୍କ । ତେବେ କାହିଁକି ଓ କେଉଁ ପରିସ୍ଥିତିରେ ଛାତ୍ର ଜଣଙ୍କ ଏଭଳି ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଛାତ୍ରଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories