କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୯ ଆହତ

କେନ୍ଦୁଝର: କେନ୍ଦୁଝର ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ ଘଟିବାରୁ ୯ଜଣ ଶ୍ରମିକ ଆହତ ହୋଇଥିବାବେଳେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିଯାଇଥିଲା। ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ଏହି ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ ଯୋଗୁ ୯ଜଣ ଶ୍ରମିକ ଏଥିରେ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଯାଇଥିଲା।​‌ ଗୁରୁତର ଆହତ ହୋଇଥିବା ୪ଜଣ ଶ୍ରମିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ … Continue reading କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୯ ଆହତ