www.samajalive.in
Friday, December 5, 2025
23.1 C
Bhubaneswar

ସାପ କାମୁଡାରେ ମାଆ, ଝିଅ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡବିଲ ଗାଁରେ ବିଷାକ୍ତ ସାପ କାମୁଡାରେ ମାଆ ଝିଅଙ୍କର ମୃତ୍ୟୁ ଘଟିଛି। ମୃତକ ଯାତ୍ରୀ ନାଏକ ଏବଂ ଫୁଲମଣୀ ନାଏକ ବୋଲି ଜଣାପଡିଛି। ଠାକୁର ମୁଣ୍ଡା ମେଡିକାଲର ଝିଅର ମୃତ୍ୟୁ ହୋଇଥିବାବେଳେ ଘରେ ମାଆର ମୃତ୍ୟୁ ଘଟିଛି। ସୂଚନା ମୂତାବକ ଶୁକ୍ରବାର ରାତିରେ ଯାତ୍ରୀ ଏବଂ ଫୁଲମଣି ଘରେ ଶୋଇଥିବା ବେଳେ ସର୍ପାଘାତର ଶିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ମାଆ ଫୁଲମଣିଙ୍କର ମୃତ୍ୟୁ ଘଟିଥିଲା। ଝିଅ ଯାତ୍ରୀକୁ ଗୁରୁତର ଅବସ୍ଥାରେ ଠାକୁରମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମାଆ , ଝିଅଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୂଳ ପିରିସ୍ଥିତି ସୃଷ୍ଟି ହୋଇଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories