www.samajalive.in
Sunday, December 7, 2025
26.1 C
Bhubaneswar

ପୁଲିସ୍ ଉପରକୁ ଗୋରୁ ମାଫିଆଙ୍କ ଗୁଳିମାଡ

କେନ୍ଦୁଝର:ପୁଲିସ୍ ଉପରକୁ ଗୋରୁ ମାଫିଆଙ୍କ ଗୁଳିମାଡ। କେନ୍ଦୁଝର ପଣ୍ଡାପଡା ଥାନା ଅଞ୍ଚଳରେ ପୁଲିସ୍ ଓ ଗୋରୁ ମାଫିଆ ମୁହାଁମୁହିଁ ହୋଇଛନ୍ତି। ଗୋରୁ ଗାଡିକୁ ଅଟକାଇବାବେଳେ ଦୁର୍ବୃତ୍ତମାନେ ଗୁଳିମାଡ କରିଛନ୍ତି । ପୁଲିସ୍ ର ପାଲଟା ଗୁଳିରେ ଜଣେ ଗୋରୁ ମାଫିଆ ଗୁରୁତର ହୋଇଛି। ୩ଟି ଗୋରୁ ଭର୍ତ୍ତି ପିକଅପ୍ ଜବତ ହୋଇଛି। ଏବଂ ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି।  ଘଟଣାରେ ପୁଲିସ୍ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories