www.samajalive.in
Friday, December 5, 2025
26.1 C
Bhubaneswar

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ପୁରୁଣା କୋଠାରେ ଅଗ୍ନିକାଣ୍ଡ 

କେନ୍ଦୁଝର ସଦର :କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ପୁରୁଣା କୋଠାରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି।
ବର୍ତ୍ତମାନ୍ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଏଥିରେ କାହାର କୌଣସି କ୍ଷତି ହୋଇଥିବାର ସୂଚନା ମିଳିନି। ଅଗ୍ନିକାଣ୍ଡ ପରେ ପ୍ରାୟ ଅଧଘଣ୍ଟା ଧରି ଜିଲା ମୁଖ୍ୟ ଚିକିତ୍ସାଳୟ ଅନ୍ଧାର ରହିଥିଲା । ଖବର ପାଇ ଦମକଳ ବାହିନୀ ମେଡିକାଲକୁ ଯାଇ ନିଆଁକୁ ଆୟତ୍ତ କରିଥିଲେ ।  ଅଗ୍ନିକାଣ୍ଡ ଘଟିଥିବା ସ୍ଥାନରେ ଏକ ଅକ୍ସିଜେନ ସିଲିଣ୍ଡର ଗୋଦାମ ରହିଥିବା ଜଣାପଡିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories