www.samajalive.in
Saturday, December 6, 2025
15.1 C
Bhubaneswar

ଦାଦାର କଟା ମୁଣ୍ଡ ଧରି ଫାଣ୍ଡିରେ ହାଜର ହେଲା ପୁତୁରା: ଅଭିଯୁକ୍ତ ଗିରଫ

କେନ୍ଦୁଝରଗଡ : କେନ୍ଦୁଝର ଜିଲ୍ଲା ସଦର ଥାନା ଶୁଆକାଠି ଫାଣ୍ଡି ଅନ୍ତର୍ଗତ ତଳକଇଁସାରି ଗାଁରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ପାରିବାରିକ କଳହକୁ କେନ୍ଦ୍ର କରି ପୁତୁରା କବି ଦେହୁରୀ ନିଜ ଦାଦାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ମୃତକ ହରି ଦେହୁରୀ ବୋଲି ଜଣାପଡିଛି।ହତ୍ୟା କରିବା ପରେ କକାର ମୁଣ୍ଡକୁ ଧରି ଫାଣ୍ଡିରେ ହାଜର ହୋଇଛି ପୁତୁରା। ପୁତୁରାକୁ ପୁଲିସ ଗିରଫ କରିଥିବା ବେଳେ ଘଟଣାସ୍ଥଳରେ ସଦର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories