କେନ୍ଦୁଝର: ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ

କଂଗ୍ରେସ ବିଧାୟିକା ପ୍ରାର୍ଥୀ ପ୍ରତିଭାଙ୍କ ପ୍ରାର୍ଥୀପତ୍ର ଦାଖ କେନ୍ଦୁଝର ସଦର ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲର ପଞ୍ଚମଦିନରେ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।  କେନ୍ଦୁଝର ଉପଜିଲାପାଳ ତଥା ସଦର ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେ ତାଙ୍କର ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜ୍ୟରେ ବିଜେଡି ସରକାର ଏବଂ କେନ୍ଦ୍ରରେ ବିଜେପି ସରକାରଙ୍କ ଦୁର୍ନୀତିକୁ ମୁଖ୍ୟ ପ୍ରସଙ୍ଗ ସହ କଂଗ୍ରେସର ଗ୍ୟାରେଣ୍ଟିକୁ ନେଇ ସେ ଲୋକଙ୍କ ପାଖକୁ ଯିବେ … Continue reading କେନ୍ଦୁଝର: ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ