www.samajalive.in
Wednesday, December 10, 2025
15.1 C
Bhubaneswar

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାଆ-ପୁଅ ମୃତ

କେନ୍ଦୁଝର : ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ମାଆ ଓ ଶିଶୁପୁତ୍ରର ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ମଙ୍ଗଳବାର ନୟାକୋଟ ଥାନା ବାଂଶପାଳ ଗାଁରେ ଘଟିଛି । ଲୁଗା ଶୁଖାଉଥିବା ବେଳେ ମହିଳା ଜଣକ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମାଆପୁଅକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଭୋଜି ଖାଇବୁ ମାନେ ଖାଇବୁ.. ଦେଖନ୍ତୁ ଭିଡିଓ; ବିବାହ ଭୋଜି ବେଳେ ହଠାତ୍‌ ବର୍ଷା ହେବା ପରେ ଲୋକେ କଲେ ଏମିତି..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories