www.samajalive.in
Saturday, December 6, 2025
14.1 C
Bhubaneswar

ବଡ ଖବର ; ଓଡିଶା ଗ୍ରାମ୍ୟ ବ୍ୟାଙ୍କ୍‌ରୁ ଲକ୍ଷ ଲକ୍ଷ ଟଙ୍କା ଓ ସୁନା ଲୁଟ୍‌

କେନ୍ଦୁଝର : ଓଡିଶା ଗ୍ରାମ୍ୟ ବ୍ୟାଙ୍କ୍‌ରେ ଗୁରୁବାର ସଶସ୍ତ୍ର ଡକାୟତି ହୋଇଛି । ଯୋଡା ସହର ସ୍ଥିତ ଓଡିଶା ଗ୍ରାମ୍ୟ ବ୍ୟାଙ୍କରେ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଟଙ୍କା ଓ ସୁନା ଲୁଟ୍‌ କରିଛନ୍ତି । ପ୍ରାୟ ୧୦ ଲକ୍ଷ ଟଙ୍କା ଓ ସୁନା ଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି । ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ଆତଙ୍କ ଖେଳାଇ ଲୁଟ୍‌ କରି ଚମ୍ପଟ ମାରିଛନ୍ତି । ଘଟଣାସ୍ଥଳରେ ଯୋଡା ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମହାଲକ୍ଷ୍ମୀ ରାଜଯୋଗ ; ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହେବେ ମାଲାମାଲ୍‌, ସବୁଥିରେ ମିଳିବ ସଫଳତା

ଦେଖନ୍ତୁ ଭିଡିଓ ; ଦୋକାନୀଙ୍କ ସାମ୍ନାରୁ ଚେନ୍‌ ଲୁଟି ନେଇ ଚୋର ଫେରାର

- Advertisement -

ଚିନ୍ତା ବଢାଇଲା ; ପୁଣି ବଢିଲା ସୁନା ଦାମ୍‌, ଜାଣନ୍ତୁ କେତେ

 

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories