www.samajalive.in
Monday, December 15, 2025
15.1 C
Bhubaneswar

ମହୁମାଛି ଆକ୍ରମଣରେ ଜଣେ ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ କେତାଙ୍ଗ ଗ୍ରାମରେ ମହୁମାଛି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ମଙ୍ଗଳବାର ମଧ୍ୟାହ୍ନରେ ହରିନାଥ ନାଏକ(୫୫) ତେନ୍ତୁଳି ପାରିବା ପାଇଁ ଗଛକୁ ଚଢିଥିବା ବେଳେ ଗଛରେ ଥିବା ବାଘୁଆ ମହୁମାଛି ଦଳ ହଠାତ ତାଙ୍କୁ ଆକ୍ରମଣ କରିଥିଲେ । ଗୁରତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଘଟଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି । ଖବର ପାଇ ଘଟଣା ସ୍ଥଳରେ ଘଟଗାଁ ପୁଲିସ ପହଞ୍ଚି ଶବକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories