www.samajalive.in
Saturday, December 6, 2025
15.1 C
Bhubaneswar

ଜଙ୍ଗଲରୁ ବାଘ ଛୁଆର ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ପିଠାଗୋଳା ଜଙ୍ଗଲରୁ ଏକ ବାଘ ଛୁଆ ର ମୃତଦେହ ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଆଜି ସକାଳେ କିଛି ସ୍ଥାନୀୟ ଲୋକ ଜଙ୍ଗଲ ଦେଇ ଯାଉଥିବାବେଳେ ବାଘ ଛୁଆର ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପରେ ଏ ନେଇ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବାଘ ଛୁଆଟିର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories