ମିଳିଲା କେରଳ ଭୂସ୍ଖଳନରେ ନିଖୋଜ ଓଡିଆ ଡାକ୍ତରଙ୍କ ମୃତଦେହ

ଡେସ୍କ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ବିଷ୍ଣୁ ପ୍ରସାଦଙ୍କ ବନ୍ଧୁ ସ୍ୱାଧୀନ ପଣ୍ଡାଙ୍କର ଏପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନାହିଁ। ସୂଚନା ମୁତାବକ, ଡାକ୍ତର ବିଷ୍ଣୁ ପ୍ରସାଦ ଓ ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ପାଲ ଏବଂ ଡାକ୍ତର ସ୍ୱାଧୀନ ପଣ୍ଡା ଓ ପତ୍ନୀ ସ୍ୱୀକୃତି ମହାପାତ୍ର … Continue reading ମିଳିଲା କେରଳ ଭୂସ୍ଖଳନରେ ନିଖୋଜ ଓଡିଆ ଡାକ୍ତରଙ୍କ ମୃତଦେହ