www.samajalive.in
Friday, December 5, 2025
26.1 C
Bhubaneswar

କେରଳ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି, ଆହୁରି ବଢିବା ଆଶଙ୍କା

ଓ୍ବାୟନାଡ଼: କେରଳ ଓ୍ବାୟନାଡ଼ ଜିଲାର ମେପ୍ପାଡ଼ି ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଘଟଣାରେ ବଢିଚାଲିଛି ମୃତ୍ୟୁସଂଖ୍ୟା। ଏହି ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଏପର୍ଯ୍ୟନ୍ତ ୫୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭୦ ଜଣ ଆହତ ହୋଇଛନ୍ତି। ଏଥିସହ ଶତାଧିକ ଲୋକ ମାଟି ତଳେ ଦବି ରହିଥିବା ଆଶଙ୍କା କରାଯାଉଛି। ତେବେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶଙ୍କା ରହିଛି। ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି ପାଇଥିବା କେରଳର ମନ୍ତ୍ରୀ ଏ.କେ. ଶଶିନ୍ଦ୍ରନ୍‌ ସୂଚନା ଦେଇଛନ୍ତି। ଉଦ୍ଧାରକାର୍ଯ୍ୟ ଜାରି ରହିଛି। ବର୍ଷା ଯୋଗୁ ଉଦ୍ଧାରକାରୀ ଦଳଙ୍କୁ କଠିନ ଆହ୍ବାନର ସମ୍ମୁଖୀନ ହେବାକୁ ପଡ଼ୁଛି।

 

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories