www.samajalive.in
Saturday, December 6, 2025
26.1 C
Bhubaneswar

ଅଗ୍ନିକାଣ୍ଡରେ ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ବରକଲା : କେରଳର ବରକଲା ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ଏକ ଘରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଆଠ ମାସର ଏକ ଶିଶୁ ରହିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।
ପୁଲିସ ସୂଚନା ଅନୁଯାୟୀ, ଏହି ଘଟଣା ବରକଲାର ଦଲାବପୁରମରେ ସୋମବାର ବିଳମ୍ବିତ ରାତି ୧ଟା ୪୫ରେ ଏହି ଘଟଣା ଘଟିଛି। ପଡୋଶୀ ଘଟଣା ବିଷୟରେ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁରେ ପ୍ରାୟ ୫ଟି ମୋଟର ସାଇକେଲ , ଏସି ଭଳି ଅନ୍ୟାନ୍ୟ ଜିନିଷ ପୋଡି ପାଉଁଶ ହୋଇ ଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories