www.samajalive.in
Thursday, December 11, 2025
13.1 C
Bhubaneswar

ପୁତୁରାର କୋଦାଳ ମାଡ଼ରେ ଦାଦା ଖୁଡି ଗୁରୁତର

କେଶଦୁରାପାଳ : ବାଡ଼ିରେ କୁକୁଡ଼ା ପଶିବାକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ବଚସା ପରେ ମାରପିଟ ହୋଇଛି। ସମ୍ପର୍କୀୟ ପୁତୁରାର କୋଦାଳ ଚୋଟରେ ଦାଦା ଖୁଡି ଗୁରୁତର ଆହାତ ହୋଇ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଘସିପୁରା ଥାନା ମିରିଗିମୁଣ୍ଡି ଗାଁର କୁଳମଣି ପରିଡାଙ୍କ କୁକୁଡ଼ା ପଡିଶା ଘର ବାଡ଼ିରେ ପଶିଯିବାରୁ ନେଇ ଉଭୟ ପରିବାର ମଧ୍ୟରେ ବଚସା ହୋଇଥିଲା।

ଆଜି ବରଜୁଙ୍କ ପୁଅ ରାଜେନ୍ଦ୍ର ଓ ତାଙ୍କ ସ୍ତ୍ରୀ ମିନୁ ଭକ୍ତ ଘଟଣା ରେ ରାଗିଯାଇ ଉଭୟ କୁଳମଣି ଓ ତାଙ୍କ ପତ୍ନୀ କୁମୁଦୁନିଙ୍କୁ ଏକ କୋଦାଳ ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲା ଏଥିରେ କୁଳମଣିଙ୍କ ପରିବାର ଉଭୟ ସ୍ୱାମୀ ଓ ସ୍ତ୍ରୀ ଲହୁଲୁହାଣ ହୋଇ ଆନନ୍ଦପୁର ଡାକ୍ତରଖାନା ରେ ଭର୍ତ୍ତି ହୋଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories