www.samajalive.in
Tuesday, November 18, 2025
27.1 C
Bhubaneswar

ଧରାପଡିଲେ ମଟର ସାଇକେଲ ଲୁଟେରା ଗ୍ୟାଙ୍ଗ୍‌‌

କେସିଙ୍ଗା : କେସିଙ୍ଗା ପୁଲିସ ଏକ ମଟର ସାଇକେଲ୍ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହେବା ସହ ସେମାନଙ୍କ ଠାରୁ ୬ ଟି ଚୋରା ମଟର ସାଇକେଲ ଜବତ କରିଛି । ପୁଲିସ ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିବା ସହ ଅଦାଲତକୁ ଚାଲାଣ କରିଛି । ଅଭିଯୁକ୍ତ ମାନେ ହେଲେ ଗଣେଷ ନାଏକ, ଆକାଶ ନାଏକ, କହେଁଇ ତାଣ୍ଡି ଓ ଶଙ୍କର ଖେନା । ସମସ୍ତ ଅଭିଯୁକ୍ତ ମାନେ କଳାହାଣ୍ଡି ଜିଲ୍ଲା ସଦରଥାନା ଅଞ୍ଚଳର୍ ବୋଲି କେସିଙ୍ଗା ଥାନା ଅଧିକାରୀ ପ୍ରଦୁମ୍ନ ମହାପାତ୍ର ସୂଚନା ଦେଇଛନ୍ତି।

Hot this week

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ

ସମାଜଲାଇଭ ଡେସ୍କ: ରାଜଧାନୀ ଭୁବନେଶ୍ଵରରୁ ୪୭୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି।...

କିଏ ଏହି ହିଡମା , ଯାହାକୁ ଧରିବା ପାଇଁ ଥିଲା ୧କୋଟି ଟଙ୍କାର ପୁରସ୍କାର ?

ମାଲକାନଗିରି : ମାଓବାଦୀ ମୁକ୍ତ ଅପରେସନରେ ଆଜି ସକାଳେ ମାଲକାନଗିରି ସୀମାନ୍ତରେ...

ସାଇବର ଠକେଇ: ୧୨ ଗିରଫ

ଝାରସୁଗୁଡା: ଝାରସୁଗୁଡାରେ ବଡଧରଣର ସାଇବର ଠକେଇର ପର୍ଦ୍ଦାଫାଶ ହୋଇଛି। ଝାରସୁଗୁଡା ପୁଲିସ୍‌...

ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ସମାଜଲାଇଭ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼...

୧୦ ଅଭିଯୁକ୍ତଙ୍କ ନାଁରେ ଏନ୍‌ଆଇଏ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ...

Related Articles

Popular Categories