www.samajalive.in
Saturday, December 6, 2025
14.1 C
Bhubaneswar

ଦେଢ ବର୍ଷ ପରେ କେତୁ ଚଳନ: ଏହି ରାଶି ହେବେ ମାଲାମାଲ୍‌, ବଢିବ ଦରମା, କିଣିବେ ନୂଆ ଘର, ଗାଡି..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରି ଥାନ୍ତି। କିଛି ଗ୍ରହ ଧିମା ଗତିରେ କିଛି ଶୀଘ୍ର ଚଳନ କରି ଥାନ୍ତି। ଛାୟା ଗ୍ରହ କୁହାଯାଉଥିବା କେତୁ ୧୮ ମାସକୁ ଥରେ ରାଶି ପରିବର୍ତ୍ତନ କରି ଥାନ୍ତି । ମେ’ ମାସରେ କେତୁ ସୂର୍ଯ୍ୟଙ୍କ ରାଶି ସିଂହ ରାଶିରେ ପ୍ରବେଶ କରିବେ । କେତୁଙ୍କ ଏହି ଚଳନ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନାଭଳି ଚମକିବ । ହଠାତ୍‌ ଧନ ବୃଦ୍ଧି ସହ ସମସ୍ତ ଇଚ୍ଛା ପୂରଣ ହେବ । ଜାଣନ୍ତୁ..

କର୍କଟ- ଏହି ରାଶି ବ୍ୟକ୍ତି ବିଶେଷଙ୍କର ଧନ ବୃଦ୍ଧି ହେବ । ଦରମା ବୃଦ୍ଧି ହେବ । ପଦନ୍ନୋତିର ଯୋଗ ରହିଛି । ପୁରୁଣା ନିବେଶରୁ ଲାଭବାନ୍‌ ହେବେ । ବ୍ୟବସାୟରେ ଉନ୍ନତି ହେବ । ଅଟକି ଥିବା ଧନ ମିଳିବ ।

- Advertisement -

ତୁଳା- ସମୟ ଅନୁକୂଳ ରହିଛି । ଆମଦାନୀରେ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଟଙ୍କା ସଞ୍ଚୟ କରିବେ । ମାନ-ସମ୍ମାନ ବୃଦ୍ଧି ହେବ । ନୂଆ ଦାୟିତ୍ୱ ମିଳିବ ।

ବୃଷ- କର୍ମକ୍ଷେତ୍ରରେ ଖୁବ୍‌ ଉନ୍ନତି ହେ । ବାପା-ମାଆଙ୍କ ଆଶୀର୍ବାଦ ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ନୂଆ ଘର, ଗାଡି କିଣିବାର ଯୋଗ ରହିଛି ।

ଦେଖନ୍ତୁ ଭିଡିଓ; ଟୋଲକର୍ମୀଙ୍କୁ ଚାପୁଡା ପରେ ଚାପୁଡା ମାରି ମହିଳା କଲେ ରକ୍ତାକ୍ତ, ଘଟିଥିଲା ଏମିତି କିଛି.. 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories