www.samajalive.in
Sunday, December 7, 2025
13.1 C
Bhubaneswar

ରେପୋ ରେଟ୍‍ ୪%, ରିଭର୍ସ ରେପୋ ୩.୩୫% ରେ ଅପରିବର୍ତ୍ତିତ

ମୁମ୍ବଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଶୁକ୍ରବାର ତାହାର ଆର୍ଥିକ ନୀତିର ସମୀକ୍ଷା ଅବସରରେ ରେପୋ ରେଟ ୪%, ଏମଏସଏଫ ୪.୨୫% ଏବଂ ରିଭର୍ସ ରେପୋ ରେଟ୍‍ ୩.୩୫%ରେ ଅପରିବର୍ତ୍ତିତ ରଖିଛି। ମୁଖ୍ୟ ପଲିିସି ରେଟଗୁଡିକ ଅପରିବର୍ତ୍ତିତ ରଖିବା ସପକ୍ଷର ଆରବିଆଇ ଆର୍ଥିକ ନୀତି କମିଟି ୫:୧ ମତ ଦେଇଥିଲେ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ସୂଚନାଯୋଗ୍ୟ ଯେ ଗତ ଦୁଇମାସ ଧରି ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬%ରୁ ଅଧିକ ରହୁଥିଲେ ମଧ୍ୟ ଆରବିଆଇ ତାହାକୁ ଅଣଦେଖା କରି ମୁଖ୍ୟ ପଲିଟି ରେଟଗୁଡିକ ଅପରିବର୍ତ୍ତିତ ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories