www.samajalive.in
Saturday, December 6, 2025
16.1 C
Bhubaneswar

ବିଜେପି ଦେଶ ପାଇଁ ବିପଦ- ମଲ୍ଲିକାର୍ଜ୍ଜୁନ ଖଡଗେ

ବାଲେଶ୍ୱର: ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ। ବିଜେପିକୁ ଟାର୍ଗେଟ କରି ଖଡଗେ କହିଛନ୍ତି ବିଜେପି ଦେଶ ପାଇଁ ବିପଦ। ବିଜେପିକୁ ଯଦି ନହଟାଇବେ ତେବେ ସମ୍ବିଧାନ ବିପଦରେ, ଲୋକତନ୍ତ୍ର ବି ବିପଦରେ ରହିବ। ଲୋକତନ୍ତ୍ର ଓ ସମ୍ବିଧାନ ବିପଦରେ ରହିବ ମାନେ ଆମ ଭବିଷ୍ୟତ ବି ବିପଦରେ ରହିବ। ସେମାନଙ୍କୁ ହଟାଇବା ଜରୁରୀ। ଦେଶରେ ଗରିବ ଏତେ ମାତ୍ରାରେ ବଢୁଛି ଲୋକ ଚିନ୍ତାରେ ଅଛନ୍ତି। ଯୁବକଙ୍କୁ ଚାକିରି ନାହିଁ ମୋଦୀଙ୍କୁ ଏହାର କୌଣସି ଚିନ୍ତା ନାହିଁ। ଦେଶକୁ ବଞ୍ଚାଇବା ଆମର ଏକମାତ୍ର ଚିନ୍ତା। ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ଖଡଗେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories