www.samajalive.in
Wednesday, December 10, 2025
26.1 C
Bhubaneswar

ବୃଦ୍ଧଙ୍କୁ ହତ୍ୟା, ୫ ଗିରଫ

ନୂଆପଡ଼ା: କିକିରୀବେଡ଼ା ଗାଁରେ ବୃଦ୍ଧଙ୍କୁ ହତ୍ୟା ମାମଲାରେ ପୁଲିସ ୫ଜଣଙ୍କୁ ଗିରଫ କରିଛି। ବୃଦ୍ଧଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଖଡ଼ିଆଳ ପୁଲିସ ୫ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଅଛି ବୋଲି ନୂଆପଡ଼ା ଏସ୍‌‌ପି ଜି.ରାଘବେନ୍ଦ୍ର ରେଡ୍ଡୀ ସୂଚନା ଦେଇଛନ୍ତି।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories