www.samajalive.in
Sunday, December 14, 2025
17.1 C
Bhubaneswar

ଖ୍ରୀଷ୍ଟିୟାନ ସମ୍ପ୍ରଦାୟର ଖଜୁର ପର୍ବ ମହାସମାରୋହରେ ପାଳିତ

ରାଜଗାଙ୍ଗପୁର : ସାରା ବିଶ୍ୱରେ ବସବାସ କରୁଥିବା ଖ୍ରୀଷ୍ଟିୟାନ ସମ୍ପ୍ରଦାୟର ଭାଇ ଭଉଣୀମାନେ ରବିବାର ଖଜୁର ପର୍ବକୁ ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ରାଜଗାଙ୍ଗପୁର ସହରରେ ଖ୍ରୀଷ୍ଟିୟାନ ସମ୍ପ୍ରଦାୟ ପକ୍ଷରୁ ମହାଆଡ଼ମ୍ବରରେ ଖଜୁର ପର୍ବ ପାଳନ କରାଯାଇଛି। ଶହ ଶହ ମହିଳା ଏବଂ ପୁରୁଷ ସ୍ଥାନୀୟ ସେଣ୍ଟ ମେରି ଚର୍ଚ୍ଚରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ତେବେ ଏ ବିଷୟରେ ପେରିସ ଫାଦର ପ୍ରକାଶ କରିଥିଲେ ଯେ, ଆଜିର ଦିନରେ ପ୍ରଭୁ ଯୀଶୁଖ୍ରୀଷ୍ଟ ଜେରୁଜେଲେମ ମନ୍ଦିରକୁ ପ୍ରବେଶ କରିଥିଲେ। ତାକୁ ମନେପକାଇବାକୁ ଆମେ ଆଜିର ଦିନକୁ ପାଳନ କରିଥାଉ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories