www.samajalive.in
Saturday, December 6, 2025
19.1 C
Bhubaneswar

ଲକ୍ଷ୍ମୀ ବସ୍- ବାଇକ୍‌ ମୁହାଁମୁହିଁ ଧକ୍କା : ବାଇକ୍ ଆରୋହୀ ଗୁରୁତର

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଳକ୍ ଅନ୍ତର୍ଗତ କେନ୍ଦୁପାଟ ଗାଁରେ ଲକ୍ଷ୍ମୀବସ୍‌ ଏକ ବାଇକକୁ ଧକ୍କା ଦେଇଛି। ଦୁର୍ଘଟଣାରେ ସେହି ଗାଁର ବାଇକ୍ ଆରୋହୀ ରତନ ପ୍ରଧାନ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ରତନଙ୍କୁ ଉଦ୍ଧାର କରାଯାଇ ଖଲ୍ଲିକୋଟ ମେଡିକାଲ୍ ରେ ଭର୍ତ୍ତି କରାଯାଇଛି।  ରତନ ଙ୍କ ମୁଣ୍ଡ ଓ ନାକରେ ଶକ୍ତ ଆଘାତ ଲାଗିଥିବା ଦେଖିବାକୁ ମିଳିଛି।  ଲକ୍ଷ୍ମୀ ବସ ଟି ଖଲ୍ଲିକୋଟ ରୁ କେନ୍ଦୁପାଟ ଗାଁ ଅଭିମୁଖେ ଯାଉଥିବାବେଳେ ଗାଁ ମଝିରେ ଏଭଳି ଦୁର୍ଘଟଣା ଘଟିଥିଲା। ସେପଟେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲକ୍ଷ୍ମୀବସ୍‌ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories