www.samajalive.in
Sunday, December 7, 2025
23.1 C
Bhubaneswar

ନବବଧୂର ମୃତଦେହ ଉଦ୍ଧାର: ଶ୍ୱଶୁର ଘର ଲୋକେ ଫେରାର, ପୁଲିସ ତଦନ୍ତ ଆରମ୍ଭ

ଖଲ୍ଲିକୋଟ: ଘର ଭିତରୁ ନବବଧୂର ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ଖଲ୍ଲିକୋଟ ଥାନା ନୂତନ ଗୁରୁଣ୍ଠିି ଗାଁରେ ବଧୂ ହତ୍ୟା ଅଭିଯୋଗ ହୋଇଛି। ନବ ବଧୂର ବେକରେ ରକ୍ତ ଲାଗି ଥିବାରୁ ବାପଘର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଯୌତୁକ ପାଇଁ ଶ୍ୱଶୁର ଘର ଲୋକେ ଝିଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ନ୍ୟାୟ ଦାବିରେ ଘର ଆଗରେ ପରିବାର ଲୋକ ଧାରଣା ଦେଇଛନ୍ତି। ଶ୍ୱଶୁର ଘର ଲୋକେ ଫେରାର ଥିବାବେଳେ ପୁଲିସ ତଦନ୍ତ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories