www.samajalive.in
Saturday, December 13, 2025
15.1 C
Bhubaneswar

ବାର୍‌ହା ଆକ୍ରମଣରେ ଜଣେ ମୃତ, ୭ ଗୁରୁତର

ଖଲ୍ଲିକୋଟ: କୋଦଳା ଥାନା ଜେ. ରାମପଲ୍ଲୀ ଗାଁରେ ଅଭାବନୀୟ ଘଟଣା ଘଟିଛି । ବାରହା ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ କୋଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିଲରେ କାମ କରିବା ବେଳେ, ସମସ୍ତଙ୍କୁ ବାରହା ଆକ୍ରମଣ କରିଥିବା ଜଣାପଡ଼ିଛି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories