www.samajalive.in
Saturday, December 6, 2025
16.1 C
Bhubaneswar

ଶନିବାର ସନ୍ଧ୍ୟାରେ ପହଂଚିବ ପାର୍ଥୀବ ଶରୀର, ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର: ଚେନ୍ନାଇରୁ ବିମାନ ଯୋଗେ ଭୁବନେଶ୍ୱର ପହଂଚିବ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥୀବ ଶରୀର । ଏହାପରେ ମରଶରୀର ଖଲ୍ଲିକୋଟ ନେବାକୁ ବ୍ୟବସ୍ଥା କରାଯିବ । ସୁଜ୍ଞାନ କୁମାରୀଙ୍କ ଦେହାନ୍ତରେ ବିଜେଡି ଦଳର ବରିଷ୍ଠ ନେତା ମାନେ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୋକ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି ।

 

- Advertisement -

 

 

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories