www.samajalive.in
Saturday, December 6, 2025
26.1 C
Bhubaneswar

କରୋନା କଟକଣା ; ଖଣ୍ଡଗିରି ମେଳା ବନ୍ଦ

ଭୁବନେଶ୍ୱର : ଏବର୍ଷ ହେବ ନାହିଁ ଖଣ୍ଡଗିରି ମେଳା। କରୋନା କଟକଣା କାରଣରୁ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଖଣ୍ଡଗିରି ମେଳା ବନ୍ଦ। କରୋନା କଟକଣା ପାଇଁ ବନ୍ଦ ହେବ ମେଳା। ମେଳା ବନ୍ଦ ନେଇ ବିଏମସି ଅତିରିକ୍ତ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି। ଜନ ସମାଗମ ଉପରେ ରୋକ୍‍ ସହ ସଂକ୍ରମଣ ବୃଦ୍ଧି ହେବା ଆଶଙ୍କାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories