www.samajalive.in
Sunday, December 14, 2025
23.1 C
Bhubaneswar

ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ : ଭୁବନେଶ୍ବର କ୍ରୀଡ଼ା ଛାତ୍ରାବାସ ଉପବିଜେତା

ଭୁବନେଶ୍ବର : ଭୁବନେଶ୍ବର କ୍ରୀଡ଼ା ଛାତ୍ରାବାସ ପ୍ରଥମ ଖେଲୋ ଇଣ୍ଡିଆ ୨୧ ବର୍ଷରୁ କମ୍‌ ମହିଳା ହକି ଲିଗ୍‌ରେ ଉପ ବିଜେତା ଆଖ୍ୟା ଅର୍ଜନ କରିଛି। ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଆୟୋଜିତ ଚୂଡାନ୍ତ ପର୍ଯ୍ୟାୟର ଫାଇନାଲ ମ୍ୟାଚ ବୁଧବାର ଖେଳାଯାଇଥିଲା। ଏଥିରେ ଭୁବନେଶ୍ବର କ୍ରୀଡ଼ା ଛାତ୍ରାବାସ ୦-୫ ଗୋଲରେ ପ୍ରିତମ ହକି ଏକାଡେମୀ ସୋନିପଥ ନିକଟରୁ ପରାଜିତ ହୋଇଛି । ଭୁବନେଶ୍ବର କ୍ରୀଡ଼ା ଛାତ୍ରାବାସର ମୁଖ୍ୟ ପ୍ରଶିକ୍ଷକ ଭାବେ ଅଲିମ୍ପିଆନ ଲାଜରୁସ୍‌ ବାର୍ଲା ରହିଥିବାବେଳେ ଡ. ଶୋଭେନ କୁମାର ପିଜିଓ ଦାୟିତ୍ବ ତୁଲାଇଥିଲେ। ଅତିଥି ଭାବେ ହକି ଇଣ୍ଡିଆ ସଭାପତି ଜ୍ଞାନେ​‌େ​‌ନ୍ଦ୍ରା ନିଗୋମବାମ୍‌ ଯୋଗଦେଇ ଉପ ବିଜେତା ଭୁବନେଶ୍ବର କ୍ରୀଡ଼ା ଛାତ୍ରାବାସକୁ ୬ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories