www.samajalive.in
Saturday, December 6, 2025
15.1 C
Bhubaneswar

ହାତୀ ଆକ୍ରମଣରେ ୨ ମୃତ

ଖୋର୍ଦ୍ଧା/ ବାରିପଦା : ହାତୀ ଆକ୍ରମଣରେ ୨ଟି ପୃଥକ ପୃଥକ ସ୍ଥାନରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଘର ପଛପଟେ ବୃଦ୍ଧଙ୍କୁ ଦଳି ମାରିଲା ହାତୀ। ଟାଙ୍ଗୀ ରେଞ୍ଜ ଦଳକ ଗାଁରେ ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଘର ବାଡିକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା।
ସେହିପରି ବାରିପଦାରେ ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମହୁଲଫୁଲ ଗୋଟାଇବାକୁ ଯାଇ ହାତୀ ଆକ୍ରମଣର ଶିକାର ହୋଇଥିଲେ ବୃଦ୍ଧା। ମହିଳା ଜଣଙ୍କ ବଡସାହି ଥାନା ଭରତଚନ୍ଦ୍ରପୁର ଗାଁର ହୋଇଥିବା ନେଇ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories