www.samajalive.in
Saturday, December 6, 2025
19.1 C
Bhubaneswar

ଦୁଃଖଦ ; ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଖୋର୍ଦ୍ଧା : ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ପରୀକ୍ଷାର୍ଥୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଦେଖନ୍ତୁ ଭିଡିଓ ;ଭୟଙ୍କର ଷଣ୍ଢ ଲଢେଇ ବେଳେ ଯାଉଥିଲେ ଯୁବତୀ, ଯାହା ଅବସ୍ଥା ହେଲା ଭୟରେ ଥରି ଉଠିବ ଛାତି..

- Advertisement -

 

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories