www.samajalive.in
Saturday, December 6, 2025
14.1 C
Bhubaneswar

ହଷ୍ଟେଲରୁ ଡିପ୍ଲୋମା ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା : ଘରୋଇ ୟୁନିଭର୍ସିଟି ହଷ୍ଟେଲରୁ ଉଦ୍ଧାର ହେଲା ଡିପ୍ଲୋମା ଛାତ୍ରଙ୍କ ଝୁଲନ୍ତା ମୃତଦେହ । ମୃତ ଛାତ୍ର ଜଣକ ଛତିଶଗଡର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ ; ମାତ୍ର କିଛି ସେକେଣ୍ଡରେ ହରିଣକୁ ଗୋଟା ଗିଳି ଦେଲା ଅଜଗର..

ଟାଙ୍ଗିଆ ଲଗାଇ ଭାଇ-ଭଉଣୀ ଠାରୁ ୭ ଲକ୍ଷ ଲୁଟ୍‌..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories