www.samajalive.in
Wednesday, December 10, 2025
18.1 C
Bhubaneswar

ଖୋର୍ଦ୍ଧା ରୋଡ ମଣ୍ଡଳ ୩୪୭ ଦିନରେ କରିଛି ୧୫୦ ମିଲିୟନ୍ ଟନ୍ ପଣ୍ୟ ବୋଝେଇ

ଡେସ୍କ: ଖୋର୍ଦ୍ଧା ରୋଡ ମଣ୍ଡଳ ଚଳିତ ଆର୍ଥିକ ବର୍ଷରେ ମାତ୍ର ୩୪୭ ଦିନରେ ୧୫୦ ମିଲିୟନ୍ ଟନର ମାଲ ପରିବହନ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଏହି ମଣ୍ଡଳ ୧୫୦ ନିୟୁତ ଟନ୍ ପଣ୍ୟ ପରିବହନ କରିଛି, ଯାହାକି ଗତ ଆର୍ଥିକ ବର୍ଷ ତୁଳନାରେ ୯ ଦିନ ପୂର୍ବରୁ ବିଭାଗ ଏହି ମାଇଲଖୁଣ୍ଟ ହାସଲ କରିଛି। ଗତ ଆର୍ଥିକ ବର୍ଷରେ ଅର୍ଥାତ୍ ୨୦୨୨-୨୦୨୩ରେ ସମାନ ଲକ୍ଷ୍ୟ ହାସଲ କରିବାକୁ ୩୫୬ ଦିନ ଲାଗିଥିଲା। ଚଳିତ ବର୍ଷରେ ୧୫୦ ମିଲିୟନ୍ ଟନ ମାଲ୍ ପରିବହନ କରି ୧୩ ହଜାର ୬୭୪ କୋଟି ଟଙ୍କା ରାଜସ୍ୱ ହାସଲ କରିଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories