www.samajalive.in
Saturday, December 6, 2025
15.1 C
Bhubaneswar

ଭାଲୁ ଆକ୍ରମଣରେ ଦୁଇ ଆହତ

ଖୁଣ୍ଟା : ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମକୁ ଗୁରୁବାର ସକାଳେ ଏକ ଭାଲୁ ଚାଲି ଆସିଥିବା ଦେଖି ଗ୍ରାମବାସୀ ଆତଙ୍କିତ ହୋଇପଡିଥିଲେ। ଭାଲୁ ଆକ୍ରମଣରେ ଦୁଇ ଜଣ ଯୁବକ କ୍ଷତାକ୍ତ ହୋଇଥିବା ବେଳେ ସେମାନଙ୍କୁ ଉଦଳା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତ ୨ ଜଣ ହେଲେ ଚିତ୍ତରଞ୍ଜନ ନାଏକ,ରତ୍ନାକର ନାଏକ ।  ସେମାନେ ଏବେ ବିପଦ ମୁକ୍ତ ଥିବା ଜଣାପଡିଛି। ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଭାଲୁକୁ କାବୁ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories