www.samajalive.in
Saturday, December 6, 2025
26.1 C
Bhubaneswar

ବହୁ ଚର୍ଚ୍ଚିତ ଆଠଗଡ଼ ଖୁଣ୍ଟୁଣୀ ହତ୍ୟାକାଣ୍ଡ ମାମଲା: ଫେରାର ଅଭିଯୁକ୍ତ ଗିରଫ

କଟକ: ବହୁ ଚର୍ଚ୍ଚିତ ଆଠଗଡ଼ ଖୁଣ୍ଟୁଣୀ ହତ୍ୟାକାଣ୍ଡ ମାମଲାରେ ଫେରାର ଥିବା ଜଣେ ଅଭିଯୁକ୍ତକୁ ଗିରଫ କରିଛି ଖୁଣ୍ଟୁଣି ଥାନା ପୁଲିସ। ଗିରଫ ଅଭିଯୁକ୍ତ ହେଉଛି ନର୍ସ ନାୟକ। ଗତ ଅଗଷ୍ଟ ୧୬ ତାରିଖରେ ବାବୁଲା ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା। ଏହି ଘଟଣାରେ ଅଭିଯୁକ୍ତ ନର୍ସକୁ ତିଗିରିଆ ଅଞ୍ଚଳରୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି ପୁଲିସ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲା ଏସ୍‌ପି ପ୍ରତୀକ ସିଂହ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories