www.samajalive.in
Monday, December 8, 2025
24.1 C
Bhubaneswar

ପରିକ୍ରମା ପ୍ରକଳ୍ପ ବୁଲି ଯିବାବେଳେ ଦୁର୍ଘଟଣା, ୨୦ ଆହତ

ଖୋର୍ଦ୍ଧା: ୧୬ନଂ ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଠାରେ ଦୁର୍ଘଟଣା ଘଟିଛି। ବସକୁ ଧକ୍କା ଦେଇଛି ଟ୍ରକ। ଘଟଣାରେ ୨୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସରେ ପୁରୀ ପରିକ୍ରମା ପ୍ରକଳ୍ପ ବୁଲି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ରାୟଗଡା ଜିଲାରୁ ଯାତ୍ରୀଙ୍କୁ ଧରି ପୁରୀ ଅଭିମୁଖେ ଆସୁଥିଲା ବସ୍‍।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories