www.samajalive.in
Wednesday, November 19, 2025
29.1 C
Bhubaneswar

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍: ହେଲପର ମୃତ, ଡ୍ରାଇଭର ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଥରବନ୍ଧ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ୍।  ହେଲପର ମୃତ, ଡ୍ରାଇଭର ଗୁରୁତର । ତେବେ ମିଳିଥିବା ସୂଚନା ଅନୁଯାୟୀ  ଖୋର୍ଦ୍ଧା ଜିଲ୍ଲା ଏନ୍ଏଚ୍-୧୬ ଟାଙ୍ଗୀ ପଥରବନ୍ଧ ଛକ ନିକଟରେ ଆଜି ସକାଳେ ଏକ ଟ୍ରକ୍‌ ଛିଡ଼ା ହୋଇଥିଲା। ହେଲପର ଜଣକ ଗାଡିର ଟାୟାର ବଦଳାଉଥିଲେ। ଏତିକିବେଳେ ବିପରୀତ ଦିଗରୁ ଏକ ଟ୍ରକ ଆସି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହେଲପରଙ୍କର ମୃତ୍ୟୁ ଘଟିଥିଲା। ଏବଂ ଟ୍ରକ୍ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ...

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ...

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

Related Articles

Popular Categories