www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ ଓ ହୋମ୍‌ଗାର୍ଡ

ଖୋର୍ଦ୍ଧା : ଭିଜିଲାନ୍ସ ଜାଲରେ ପୁଲିସ୍ ଏଏସଆଇ ଓ ହୋମଗାର୍ଡ। ବାଙ୍କୋଇ ଫାଣ୍ଡି ଏଏସଆଇ ତୁଷାର ନାୟକ ଓ ହୋମ୍‌ଗାର୍ଡ ପି.କେ ସୁନ୍ଦରାୟ ଭିଜିଲାନ୍ସ ଜାଲରେ ପଡିଛନ୍ତି। କେସ୍ ଡାଏରୀରୁ ନାଁ ହଟାଇବାକୁ  ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ନିକଟରେ ଉଲ୍ଲେଖନୀୟ ସେବା ପାଇଁ ତୁଷାର ନାୟକ ଙ୍କୁ ଜିଲ୍ଲା ପୁଲିସ୍ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories